Advertisment

ଜୟୀରାମ ପାଇଁ କାଳ ସାଜିଲା କପଲ୍ ସେଲ୍ଫି

ଦିନକ ତଳେ ନୂଆପଡ଼ା ସୀମାନ୍ତ ଗରିଆବନ୍ଧ ଜଙ୍ଗଲରେ ୧୩ ସହଯୋଗୀଙ୍କ ସହ ନିପାତ ହୋଇଛି ସେଣ୍ଟ୍ରାଲ୍ କମିଟି ମେମ୍ବର ଚଲପତି ଓରଫ୍ ଜୟୀରାମ। ଏବେବି ସେଠାରେ ଅପରେସନ୍ ଜାରି ଥିବା ବେଳେ, ଏପଟେ ଖୋଲିବାରେ ଲାଗିଛି ଜୟୀରାମର ଜନ୍ମକୁଣ୍ଡଳୀ।

author-image
Santosh Kumar Sahoo

ଦଶନ୍ଧି ଦଶନ୍ଧି ଧରି ଚକମା ଦେଉଥିବା ଟପ୍ ମାଓ ନେତାର ଖେଳ ଖତମ୍ କଲା ଗୋଟିଏ ସେଲ୍ଫି । ଦିନକ ତଳେ ନୂଆପଡ଼ା ସୀମାନ୍ତ ଗରିଆବନ୍ଧ ଜଙ୍ଗଲରେ ୧୩ ସହଯୋଗୀଙ୍କ ସହ ନିପାତ ହୋଇଛି ସେଣ୍ଟ୍ରାଲ୍ କମିଟି ମେମ୍ବର ଚଲପତି ଓରଫ୍ ଜୟୀରାମ। ଏବେବି ସେଠାରେ ଅପରେସନ୍ ଜାରି ଥିବା ବେଳେ, ଏପଟେ ଖୋଲିବାରେ ଲାଗିଛି ଜୟୀରାମର ଜନ୍ମକୁଣ୍ଡଳୀ। ସେ କିଭଳି ସରକାରୀ କର୍ମଚାରୀରୁ ସଶସ୍ତ୍ର ମାଓବାଦୀ ପାଲଟିଥିଲା, କିଭଳି ୨୦୦୮ ନୟାଗଡ଼ ଅସ୍ତ୍ରାଗାର ଲୁଟର ମାଷ୍ଟରମାଇଣ୍ଡ ସାଜିଥିଲା, ସେସବୁକୁ ନେଇ ଚର୍ଚ୍ଚା ଜୋର୍ ଧରିଛି ।

Advertisment
Maoists Encounter
Advertisment
Advertisment