Advertisment

ଖୋଲିବ ପ୍ରଶ୍ନପତ୍ର ଲିକ୍ ରହସ୍ୟ

OTET ପ୍ରଶ୍ନପତ୍ର ଲିକ ମାମଲାରେ ୨ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ । ରିମାଣ୍ଡରେ ଯାଇଛନ୍ତି ଦୁଇ ଅଭିଯୁକ୍ତ ଜିତନ ମହାରଣା ଓ ବିଜୟ ମିଶ୍ର । ପ୍ରଶ୍ନପତ୍ର ଲିକ ପଛର ରହସ୍ୟ ଖୋଲିବାକୁ କ୍ରାଇମବ୍ରାଞ୍ଚ ତନାଘନା ଚଳାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ