crimebranch
Advertisment
#ସ୍ପଟ୍_ଉପରେ_କ୍ରାଇମବ୍ରାଞ୍ଚ
ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ। କ୍ରାଇମ୍ ସ୍ପଟରେ ପହଞ୍ଚି ତନାଘନା କରୁଛି ତଦନ୍ତକାରୀ ଟିମ୍। କ୍ରାଇମବ୍ରାଞ୍ଚ ଆଇଜି ଏସ୍. ସାଇନିଙ୍କ ନେତୃତ୍ବରେ ସରଜମିନ ତଦନ୍ତ କରାଯାଉଛି। କେମିତି ଓ କେଉଁ ପରିସ୍ଥିତିରେ ଏତେ ବଡ଼ ଘଟଣା ଘଟିଲା ସେନେଇ ଛାନଭିନ୍ ହୋଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us