ପ୍ରାୟ ବର୍ଷକରେ ରାଜଧାନୀରୁ ସାଇବର ଳୁଟେରା ଲୁଟିନେଲେଣି ପ୍ରାୟ ୭ କୋଟି ଟଙ୍କା । ୫ ସହରରେ ଆଡ୍ଡା ଜମାଇଛନ୍ତି ସାଇବର ଫ୍ରଡର । ରାଜଧାନୀ ସହ ଅନେକ ସହରକୁ ଟାର୍ଗେଟ କରିଛନ୍ତି ସାଇବର ଲୁଟେରା । ଦେଖନ୍ତୁ ଏହି ରିପୋର୍ଟ ।
Published: Otv Khabar Bureau
Last updated: 19 December 2021, 06:28 PM IST
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୭ ଜଣ ବିଦେଶ ଫେରନ୍ତା କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪ଜଣଙ୍କ ଜିନମ ସିକ୍ୱେନସିଂ ପରେ ଓମିକ୍ରନ୍ ପୀଡିତ ନଥିବା ଜଣାପଡିଛି ।