By: Manoranjan Behera
Last updated: 05 September 2022, 10:31 PM IST
ବଢୁଥିବା ଆତ୍ମହତ୍ୟାକୁ ଦେଖିଲେ NCRB ସଦ୍ୟତମ ରିପୋର୍ଟ ବେଶ ଚିନ୍ତା ଜନକ। ରାଜ୍ୟରେ ପ୍ରତିଦିନ ହାରାହାରି ଆତ୍ମହତ୍ୟା କରୁଛନ୍ତି ୧୫ରୁ ଅଧିକ ଲୋକ।