• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Other Videos

ମହିଳା ଷ୍ଟାଫ୍ ଯେଉଁମାନେ କିଟ୍ ଓ ନେପାଳ ବଜେଟ୍ କଥା କହୁଥିଲେ ସେମାନଙ୍କ ଉପରେ ମଧ୍ୟ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା କଥା। ଏହା କହିଛନ୍ତି ବିଜେପି ବିଧାୟକ ଜୟନାରାୟଣ ମିଶ୍ର । ସେ କହିଛନ୍ତି, କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଯେଉଁ ଜମି ଗୁଡିକ ଜବରଦସ୍ତ ରଖିଛନ୍ତି ଓ ବଦମାସୀ କାମ କରିଛନ୍ତି, ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ।

Jayanarayan Mishra