ଚିଟଫଣ୍ଡ ଠକେଇର ଶିକାର ହୋଇଥିବା ଜମାକାରୀଙ୍କୁ ଆଉ ମିଳିବ ନାହିଁ ଟଙ୍କା ! ଏ ଦୃଶ୍ୟ ହିଁ ଏହାହିଁ କରୁଛି ବୟାନ ।
Published: Satyendu Shekher Mishra
Last updated: 29 November 2021, 09:49 PM IST
ବ୍ୟାଙ୍କ ସବୁଦିନ ଭଳି ସ୍ଵାଭାବିକ ଚାଲିଥିଲା। ୫ ଜଣ ଦୃର୍ବୃତ୍ତ ହେଲମେଟ ପିନ୍ଧି ପଶିଥିଲେ । ଭିତରକୁ ପଶିବା ପରେ ବନ୍ଧୁକ ଦେଖାଇ ଭିତର ପଟୁ ତାଲା ପକାଇ ଦେଇଥିଲେ । ବନ୍ଧୁକ ପଛପଟେ ବ୍ୟାଙ୍କ ଶାଖା ପରିଚାଳକଙ୍କୁ ପ୍ରଥମେ ଆକ୍ରମଣ କରିଥିଲେ ।