Advertisment

ରାଗ ଗରଗର ଅର୍ଚ୍ଚନା, ‘କହିବାକୁ ସୁଯୋଗ ଦେଉନି ପୋଲିସ.. ବନ୍ଦ କରିଦେଉଛି ମୁହଁ’

ଅର୍ଚ୍ଚନା ମୁହଁରେ ଲୁଚିରହିଛି କି ନାଗଫାଶର ସତ କାହାଣୀ ? ବଡ଼ବଡ଼ିଆଙ୍କ ମୁଖା ଖୋଲିବାକୁ ମଉକା ଖୋଜୁଛି କି ଅର୍ଚ୍ଚନା ? କାରଣ ଯେବେ ବି କୋର୍ଟରେ ହାଜର କରାଯାଉଛି, ମାମଲା ପଛର ସତ ବଖାଣିବାକୁ ଚେଷ୍ଟା କରୁଛି ଅର୍ଚ୍ଚନା । ହେଲେ ମିଡ଼ିଆ ଆଗରେ କୁହାଇ ଦେଉନି ପୋଲିସ । ଦିନେ ମିଡିଆକୁ ନାଲି ଆଖି ଦେଖାଇଥିବା ଅର୍ଚ୍ଚନା ଆଜି ପୋଲିସ ବିରୋଧରେ କରିଛି ବିଷୋଦ୍‌ଗାର ।

Odisha Crime Archana Nag
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ