Operation
Advertisment
ଭଦ୍ରକ ତିହିଡି ଅଞ୍ଚଳର ବଂଶୀଧର ରାଉତଙ୍କ ଆଖିକୁ ଭଲ ଭାବେ ଦେଖାଯାଉନଥିଲା । ତେଣୁ ଭଦ୍ରକ ବାଇପାସ୍ ରୋଡ୍ରେ ଥିବା ରଘବାନନ୍ଦ ଆଇ ହସ୍ପିଟାଲକୁ ଚିକିତ୍ସା ପାଇଁ ଯାଇଥିଲେ । ମେଡିକାଲର ଡ଼ାକ୍ତର ସନ୍ତୋଷ ସିଂ ତାଙ୍କର ଆଖି ପରୀକ୍ଷା କରିଥିଲେ । ଯାଞ୍ଚ ପରେ ବଂଶୀଧରଙ୍କ ବାମ ଆଖିରେ ମୋତିଆବିନ୍ଦୁ ହୋଇଥିବା ଡାକ୍ତର କହିବା ସହ ଅପରେସନ୍ କରିବାକୁ ପରାମର୍ଶ ଦେଇଥିଲେ ପରେ ଅପରେସନ୍ ବି ହୋଇଥିଲା ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us