Vigilance raid
ଚାକିରି ବେଳେ ଅସତ୍ ଉପାୟରେ ଧନ ଅର୍ଜିଥିଲେ,ପାପର ଘଡ଼ା ପୁରିବା ପରେ ବନ୍ଧା ହେଲେ । R & B ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରାପ୍ରସାଦ ମିଶ୍ର, ଲୋୟର ସୁକତେଲ ପ୍ରକଳ୍ପର ମୁଖ୍ୟଯନ୍ତ୍ରୀ ସୁନୀଲ ରାଉତ, ଆନନ୍ଦପୁର ବ୍ୟାରେଜ୍ ପ୍ରକଳ୍ପର ନିର୍ମାଣ ଯନ୍ତ୍ରୀ ପ୍ରଭାସ ପ୍ରଧାନ ଓ OBCC କଟକ ଡିଭିଜନର ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥ । ଗତ ୧୫ ଦିନ ଭିତରେ ଏହି ଚାରି ଚାରି ଜଣ ମାଲଦାର ଯନ୍ତ୍ରୀ ଗିରଫ ହେଲେଣି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)