KISS
Advertisment
ରାଜଧାନୀରେ ୧୦ ଏକର ଜମି, ମୂଲ୍ୟ ମାତ୍ର ୨୫ ଲକ୍ଷ ଟଙ୍କା । ବିଶ୍ୱାସ ନ ହେଲେ ବି ସତ । ଏମିତି ଶାଗ ମାଛ ଦରରେ ରାଜଧାନୀର ମୂଲ୍ୟବାନ ଜମିକୁ କିସ୍ ହାତକୁ ଟେକି ଦେଇଛନ୍ତି ତତକାଳୀନ ବିଜେଡି ସରକାର। ସର୍ତ୍ତ ସବୁ ପୂରଣ ହୋଇନଥିଲେ ବି, ରେଗୁଲାରାଇଜେସନ ପ୍ରକ୍ରିୟାକୁ ସାରି ଦେଇଥିଲେ। ଏହି ପ୍ରକ୍ରିୟା ଉପରେ ଏବେ ରୋକ୍ ଲଗାଇଛନ୍ତି କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଜୁଏଲ ଓରାମ।
Advertisment
ପ୍ରଶ୍ନ ଉଠୁଛି କାହିଁକି ବିଜେଡିର ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତଙ୍କ ମାଲିକାନାରେ ଥିବା ଏହି ସଂସ୍ଥାକୁ ଅହେତୁକ ଅନୁକଂପା ଦେଖାଇଥିଲେ ବିଜେଡି ସରକାର ଆଉ ଅଧିକାରୀ ?
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us