Advertisment

ପତ୍ନୀ ହତ୍ୟା ମାମଲାରେ ଗୁଣପୁର ପୂର୍ବତନ ବିଧାୟକ ରାମମୂର୍ତ୍ତିକୁ ଆଜୀବନ ଜେଲ୍‌

ପତ୍ନୀଙ୍କୁ ହତ୍ୟା ମାମଲାରେ ପୂର୍ବତନ ଗୁଣପୁର ବିଧାୟକ ରାମମୂର୍ତ୍ତି ଗମାଙ୍ଗକୁ ଆଜୀବନ ସଜା। ଗର୍ଭବତୀ ପତ୍ନୀକୁ ହତ୍ୟା ଅଭିଯୋଗରେ ଦଫା ୩୦୨ରେ ଆଜୀବନ ସଜା ସହ ୫୦ ହଜାର ଫାଇନ ମଧ୍ୟ କରାଯାଇଛି । ଜରିମାନା ଅନାଦେୟ ହେଲେ ୬ ମାସ ଅଧିକ ସଜା ନେଇ ନିର୍ଦ୍ଦେଶ ରହିଛି । ପ୍ରମାଣ ନଷ୍ଟ ଅଭିଯୋଗରେ ୩ ବର୍ଷ ସଜା ସହ ୧୦ ହଜାର ଫାଇନ ମଧ୍ୟ ହୋଇଛି। ଏହି ଜରିମାନା ଅନାଦେୟ ହେଲେ ପୁଣି ୩ ମାସ ସଜା ନିର୍ଦ୍ଦେଶ ରହିଛି।

author-image
Sarbeswar