Fake currency worth Rs 16.11 lakh seized in Rourkela
Advertisment
ରାଉରକେଲା ସେକ୍ଟର-୧୭ ଅଂଚଳରେ ଚଢାଉ କରି ଏତେ ପରିମାଣର ନକଲି ନୋଟ୍ ଜବତ କରିଛି ପୋଲିସ ଓ ଏସଟିଏପ୍ ମିଳିତ ଟିମ୍। ବିଡା ବିଡା ପାଂଚ ଶହ ଟଙ୍କିଆ ନୋଟ୍। ଦୁଇ ଶହର ନୋଟ୍ ବି ଥାକ ମାରି ଥୁଆ ହୋଇଛି। ଜବତ ଟଙ୍କାର ଆନୁମାନିକ ମୂଲ୍ୟ ୧୬ ଲକ୍ଷ ୧୧ ହଜାର ହେବ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us