Father & Son
ପୁଅ ଟଙ୍କା ଦେଲାନି ବୋଲି ବୋହୂକୁ ତ ବାପ ଜାଳି ମାରିଦେଲା, ପୁଅକୁ ବି ଠେଲିଦେଲା ନିଆଁର ଆଁକୁ । କଟକ ଗୋଡ଼ିସାହି ଅଂଚଳରେ ନିଜ ପୁଅ-ବୋହୂକୁ ବାପାର ପେଟ୍ରୋଲ ଢାଳି ହତ୍ୟା ଉଦ୍ୟମ ଘଟଣାରେ ଚାଲିଗଲା ବୋହୂ ସସ୍ମିତାଙ୍କ ଜୀବନ । ପୁଅ ମୃତ୍ୟୁ ସହ ଲଢ଼େଇ କରୁଛି ହସପିଟାଲ୍ ବେଡରେ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)