ମେକାନିକାଲ୍ ଇଞ୍ଜିନିୟର...ହେଲେ ନିଶା ଚୋରା ବେପାର । ଶୁଆଠୁ ଶାରୀ...ୟୁଟ୍ୟୁବ୍ରେ ବିଜ୍ଞାପନ ଦେଇ ଚଳାଇଥିଲେ ବଡ଼ ରାକେଟ୍ । ଛଦ୍ମ ବେଶରେ ଆସି ମାଡ଼ି ବସିଲା ବନବିଭାଗ । ଏବେ ଅନ୍ଧାର ଘରେ କଟିବ ଜୀବନ ।
Published By: Tanmay Kumar Mahalik
Last updated: 30 July 2023, 10:37 AM IST
ମହଙ୍ଗା ପଡ଼ିଲା ଶୁଆକୁ ଫାଶୀ ଦେଇ ରିଲସ କରିବା । ଆଠମଲ୍ଲିକ ନାକଟି ଦେଉଳରୁ ଅଭିଯୁକ୍ତ ଗିରଫ । ବିରି ଖାଇଥିବା କାରଣରୁ ଶୁଆକୁ ଫାଶୀ ଦେଇ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ କରିଥିଲେ ୨୫ ବର୍ଷୀୟ ଅଭିଯୁକ୍ତ ବାଇଗା ପିତଲି। ପରେ ସୋସିଆଲ ମିଡ଼ିଆରେ ଥିବା ତାଙ୍କ ମୋବାଇଲ ନମ୍ବର ଟ୍ରାକ କରି ଅଭିଯୁକ୍ତକୁ ଗିରଫ କରାଯାଇଥିବା ସୂଚନା ଦେଇଛନ୍ତି ଆଠମଲ୍ଲିକ DFO ସନ୍ତୋଷ ।