Gang Attack in Bhubaneswar Over Land Dispute: Three Youths Attacked by 20–30 Accused
Advertisment
#ରାଜଧାନୀରେ_ବୁଲିଲା_ଖଣ୍ଡା
ଜମିଜମା ବିବାଦକୁ ନେଇ ବୁଲିଲା ଖଣ୍ଡା। ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରେ ୩ଜଣ ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ ଅଭିଯୁକ୍ତ। ଭରତପୁରର ୨୦ରୁ ୩୦ଜଣ ଯୁବକ ସଂଘବଦ୍ଧ ଭାବରେ ଆସି ଆକ୍ରମଣ କରିଥିବା ଅଭିଯୋଗ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us