ସିମ୍ କାର୍ଡ ବିକ୍ରି ପାଇଁ ଆସିଲା ନୂଆ ନିୟମ। ଯେକେହି ଚାହିଁଲେ ବିକି ପାରିବେନି । କେବଳ ପଞ୍ଜୀକୃତ ବିକ୍ରେତାଙ୍କୁ ମିଳିବ ସିମ୍ କାର୍ଡ ବିକ୍ରି ଅନୁମତି । ଅକ୍ଟୋବର ପହିଲାରୁ ଲାଗୁହେବ ଏହି ନୂଆ ନିୟମ। ଜାଲ ସିମ୍ କାର୍ଡ ଜରିଆରେ ସାବଇବର ଠକେଇ ବଢ଼ିବା ପରେ ନିକଟରେ ଦେଶର ସମସ୍ତ ଟେଲିକମ ଅପରେଟରଙ୍କୁ ସର୍କୁଲାର ଜାରି କରିଛି ଟେଲିକମ୍ ବିଭାଗ।
Published By: Satyendu Shekher Mishra
Last updated: 05 September 2023, 09:33 PM IST
ମହିଳାଙ୍କ ଅର୍ଦ୍ଧଉଲଗ୍ନ ମୃତଦେହ ଉଦ୍ଧାର ମାମଲାରେ ଚାଞ୍ଚଲ୍ୟକର ଖୁଲାସା । ମହିଳାଙ୍କୁ ପ୍ରଥମେ ଦୁଷ୍କର୍ମ ପରେ ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା । ପେଟରୁ ଅନ୍ତ ବୁଜୁଳା କାଢି ମୁହଁକୁ ପଥରରେ ଛେଚା ଯାଇଥିଲା । ପଢନ୍ତୁ ପୁରା ଖବର