ସରକାରୀ ଅଧିକାରୀଙ୍କୁ ନାଲି ଆଖି ଦେଖାଇ ଦୌରାତ୍ମ୍ୟ ଚଳାଇଛନ୍ତି ପଥର ମାଫିଆ । ଇତିମଧ୍ୟରେ ଜିଲ୍ଲାର ବହୁ ଅଫିସର ମାଫିଆଙ୍କ ଆକ୍ରମଣର ଶୀକାର ହୋଇ ଲହୁଲୁହାଣ ହେଲେଣି ।
Published: Manoranjan Behera
Last updated: 29 August 2022, 10:52 PM IST
ଭୁବନେଶ୍ୱରରେ ଥିବା ବେଆଇନ ଅଟ୍ଟାଳିକାର ଭବିଷ୍ୟତ କଣ ହେବ? କଣ ଟ୍ୱିନ୍ ଟାଓ୍ୱାର ଭଳି ସେଗୁଡ଼ିକୁ ଭାଙ୍ଗି ଦିଆଯିବ? ସୂଚନା ଅନୁସାରେ ରାଜଧାନୀରେ ପାଖାପାଖି ୬ ହଜାର ଆପାର୍ଟମେଣ୍ଟ ବିରୋଧରେ କିଛି ନା କିଛି ବେଆଇନ ନିର୍ମାଣର ଅଭିଯୋଗ ଆସିଛି ।