୩୬ ଘଣ୍ଟା ପରେ ବି DN ସାମ୍ରାଜ୍ୟ ଉପରେ ସରୁନି ଆୟକର ରେଡ୍ । ୧୦୫ କୋଟିର ଚିଠାକୁ ନେଇ ଛାନଭିନ୍, ୩ ଟ୍ରଙ୍କ ଟଙ୍କା ଉପରୁ ଫିଟୁନି ରହସ୍ୟ, ଥାର୍ଡ ଫ୍ଲୋର ଲିଙ୍କ ଅଭିଯୋଗ ଆଣି ବର୍ଷିଲେ ବିରୋଧୀ, ବିଜେପି କହିଲା CMO ସାଜିଛି କରପସନ୍ ମୋବିଲାଇଜେସନ ଅଫିସ୍ ।
Published By: Satyendu Shekher Mishra
Last updated: 06 July 2023, 08:54 PM IST
ଭାରତୀୟ ଯୁବକକୁ ୮ ବର୍ଷ ଜେଲ୍ ଦଣ୍ଡ ଶୁଣାଇଲେ ୟୁଏସ୍ ଡିଷ୍ଟ୍ରିକ୍ଟ କୋର୍ଟ । ନିଜେ ଟ୍ରକ ଚଳାଇ ହ୍ବାଇଟ ହାଉସ ପାଚେରୀ ଭାଙ୍ଗି ପ୍ରବେଶ ଉଦ୍ୟମ କରିଥିଲା ଏହି ଭାରତୀୟ ଯୁବକ । ଉପସ୍ଥିତ ପୋଲିସ ଓ ହ୍ବାଇଟ ହାଉସ ସୁରକ୍ଷାକର୍ମୀ ଅଭିଯୁକ୍ତକୁ ତୁରନ୍ତ କାବୁ କରିବା ପରେ ରାଷ୍ଟ୍ରପତିଙ୍କୁ ହତ୍ୟା ଉଦ୍ୟମରେ ଆକ୍ରମଣ ଥିଲା ବୋଲି ନିଜେ ସ୍ୱୀକାର କରିଥିଲା ଅଭିଯୁକ୍ତ ।