ସାମ୍ବାଦିକଙ୍କୁ ମାଡ଼ ୨ ଗିରଫ
Advertisment
ବଲାଙ୍ଗିର ପୁଇଁତଳା କୁଲଥିପାଲି ଗାଁରେ ସାମ୍ବାଦିକ ବିଜୟ ପ୍ରଧାନଙ୍କୁ ହାତଗୋଡ଼ ବାନ୍ଧି ମାଡ଼ ଘଟଣାରେ ୨ ଗିରଫ । ଆଜି ଭୋର୍ ସମୟରେ ୨ ଜଣଙ୍କୁ ଗିରଫ କରିଛି ବଲାଙ୍ଗିର ପୋଲିସ । ଆକ୍ରମଣକାରୀ ଅବିନାଶ ଦଳାଇ ଓ ଆଦିତ୍ୟ ଜେନା ଗିରଫ ।ମାଷ୍ଟରମାଇଣ୍ଡ ଠିକାଦାର ଗଜେନ୍ଦ୍ର ଦଳାଇ ଏବେବି ଫେରାର ଥିବା ସୂଚନା ମିଳିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us