ମହାଲିଙ୍ଗ ଘରୋଇ ସ୍କୁଲ ଶିକ୍ଷୟିତ୍ରୀ ନିଖୋଜ ଘଟଣାରେ ମାଟିତଳୁ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମହାଲିଙ୍ଗ ସ୍ଥିତ ନିର୍ମାଣାଧୀନ ଷ୍ଟାଡିଅମରୁ ଏକ ମୃତଦେହ ଉଦ୍ଧାର ହୋଇଛି। ମହାଲିଙ୍ଗ ଷ୍ଟାଡିୟମ୍ରୁ ମୃତଦେହ ମିଳିଛି। ମାଟି ଖୋଳିବା ପରେ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତଦେହ କାହାର ସେ ସମ୍ପର୍କରେ ସୂଚନା ମିଳିନି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)