Kantabanji SDPO Controversy
Advertisment
ଜବତ ଟଙ୍କାରେ ପୋଲିସ୍ ଜାଲିଆତି କରିଥିବା ଅଭିଯୋଗ । କଣ୍ଟାବାଞ୍ଜିର ଏକ ଲଜ୍ରୁ ଟଙ୍କା ଜବତ ମାମଲାରେ ଜାଲିଆତି ନେଇ ଓଟିଭିରେ ପ୍ରସାରିତ ଖବରରେ ମୋହର ମାରିଲା ବଲାଙ୍ଗିର ପୋଲିସ। ଏସପି କହିଛନ୍ତି ଜବତ ପରିମାଣରେ ଜାଲିଆତି ହୋଇଛି । ଏହାର ତଦନ୍ତ ଚାଲିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us