Pratap Jena
ବିଜେପି ନେତା କୁଳମଣି ବରାଳ ଓ ଦିବ୍ୟସିଂହ ବରାଳ ହତ୍ୟାକାଣ୍ଡରେ ତତ୍କାଳୀନ ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ ବିରୋଧରେ ସାଲେପୁର JMFC କୋର୍ଟଙ୍କ ନିର୍ଦ୍ଦେଶନାମା ପରେ ତମ୍ବିତୋଫାନ। ଦୀର୍ଘ ୨ ବର୍ଷ ୯ ମାସର ବ୍ୟବଧାନ ପରେ ମାହାଙ୍ଗାରେ ଏଥର ଖଡ୍ଗହସ୍ତ ପ୍ରତାପଙ୍କ ସମର୍ଥକ ଓ ନ୍ୟାୟ ପାଇଁ ସଂଘର୍ଷ ପରିବାରର ସଦସ୍ୟ । ଠେଲାପେଲା, ଧସ୍ତାଧସ୍ତି । ସତେଯେମିତି ରଣକ୍ଷେତ୍ର ପାଲଟିଛି ମାହାଙ୍ଗା ବ୍ଲକ ସମ୍ମୁଖ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)