Mamita Murder Case | Police Seized JCB Machine And Scooty
Advertisment
ବହୁ ଚର୍ଚ୍ଚିତ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ବ୍ୟବହୃତ ଜେସିବି ଓ ସ୍କୁଟିକୁ ଜବତ କରି ଥାନାକୁ ଆଣିଛି ପୋଲିସ। ମହାଲିଙ୍ଗରୁ ଏହି ଦୁଇ ଗାଡ଼ିକୁ ଜବତ କରି ସିନ୍ଧେକେଲା ଥାନାକୁ ଅଣାଯାଇଛି। ମମିତାଙ୍କୁ ହତ୍ୟା କରିବା ପରେ ଗୋବିନ୍ଦ ସାହୁ ଶବ ପୋତିବାକୁ ଏହି ଜେସିବି ବ୍ୟବହାର କରିଥିଲା।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us