ମାଆ ଅଣ୍ଡା ତରକାରୀ କରି ନ ଦେବାରୁ ଧାରୁଆ ଅସ୍ତ୍ରରେ ମା’କୁ ଆକ୍ରମଣ କରି ମାରି ଦେଲା ପୁଅ ।
Published: Otv Khabar Bureau
Last updated: 23 November 2021, 05:41 PM IST
ନିୟମିତ ହେବେ ଠିକା ଡାଟା ଏଣ୍ଟ୍ରି ଅପରେଟର । ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଲୋକସଭା ଭବନ ଓ ଗୋପବନ୍ଧୁ ଏକାଡେମୀରେ କାର୍ଯ୍ୟରତ ଡାଟାଏଣ୍ଟ୍ରି ଅପରେଟର ୩ ମାସ ମଧ୍ୟରେ ନିୟମିତ ସୁବିଧା ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ ।