କାନ୍ଦ ବୋବାଳିରେ ଫାଟିପଡ଼ୁଛି ଘର। କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁଙ୍କ ମୃତ୍ୟୁ ପରେ ପରିବାର ଲୋକ ଭାଙ୍ଗି ପଡିଛନ୍ତି । ରହସ୍ୟମୟ ଭାବେ ମାନସଙ୍କ ହତ୍ୟା କରାଯିବା ପରେ ପରିବାର ଲୋକଙ୍କ ୨ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ପ୍ରତାପ ଜେନା ଏବଂ ସାମ୍ବାଦିକା ଶର୍ମିଷ୍ଠା ରାଉତଙ୍କୁ ଦାୟୀ କରିଛନ୍ତି