Advertisment

ସୀମାରେ ରେଡ୍ ବେଳେ ଲାଲବାହିନୀ ଶିବିରରୁ ମିଳିଲା କଣ୍ଡୋମ, ଗର୍ଭ ପରୀକ୍ଷା କିଟ୍

ଦଳିତ ନିଷ୍ପେସିତଙ୍କୁ ନ୍ୟାୟ ଦେବାକୁ ହାତରେ ବନ୍ଧୁକ ଉଠାଇବାକୁ ଆହ୍ୱାନ ଦେଉଥିବା ଲାଲବାହିନୀରେ ପ୍ରକୃତରେ ଚାଲିଛି କ’ଣ ? ଯାହାର କିଛି ଆଭାସ ମିଳିଛି ନବରଙ୍ଗପୁର-ଛତିଶଗଡ଼ ସୀମାନ୍ତ ଏକ ମାଓ କ୍ୟାଂପରେ ନବରଙ୍ଗପୁର ପୋଲିସର ଚଢ଼ାଉ ବେଳେ । ଯେଉଁଠି ପୁଳାପୁଳା କଣ୍ଡୋମ୍, ପ୍ରେଗନାନସି ଟେଷ୍ଟ କିଟ୍ ଆଦି ପାଇଛି ପୋଲିସ୍ ।

author-image
Tanmay Kumar Mahalik

ଦଳିତ ନିଷ୍ପେସିତଙ୍କୁ ନ୍ୟାୟ ଦେବାକୁ ହାତରେ ବନ୍ଧୁକ ଉଠାଇବାକୁ ଆହ୍ୱାନ ଦେଉଥିବା ଲାଲବାହିନୀରେ ପ୍ରକୃତରେ ଚାଲିଛି କ’ଣ ? ଯାହାର କିଛି ଆଭାସ ମିଳିଛି ନବରଙ୍ଗପୁର-ଛତିଶଗଡ଼ ସୀମାନ୍ତ ଏକ ମାଓ କ୍ୟାଂପରେ ନବରଙ୍ଗପୁର ପୋଲିସର ଚଢ଼ାଉ ବେଳେ । ଯେଉଁଠି ପୁଳାପୁଳା କଣ୍ଡୋମ୍, ପ୍ରେଗନାନସି ଟେଷ୍ଟ କିଟ୍ ଆଦି ପାଇଛି ପୋଲିସ୍ । ଏସବୁ କ୍ୟାଂପରେ ମହିଳାମାନଙ୍କୁ ଯୌନ ଶୋଷଣ କରାଯାଉଥିବା ସୂଚନା ଦେଇଛନ୍ତି ଜିଲ୍ଲା ଏସ୍ ପି ।

Advertisment
Nabarangpur Women Encounter Girl
Advertisment
Advertisment