Mutilated Body Of Youth Found In Rourkela, Family Members Allege Murder
Advertisment
ରାଉରକେଲା ସେକ୍ଟର-୫ ଦୀପିକା ସ୍କୁଲ ନିକଟ ରାସ୍ତା କଡ଼ରେ ଏକ ଅଜଣା ଲୋକର ସ୍ଥାନୀୟ ଲୋକେ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ପୋଲିସ ତଦନ୍ତ ଆରମ୍ଭ କରିଛି । ପ୍ରାଥମିକ ତଦନ୍ତରୁ ଏହା ଏକ ହତ୍ୟାକାଣ୍ଡ ବୋଲି ପୋଲିସ ସନ୍ଦେହ କରୁଛି.
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us