ବ୍ରହ୍ମପୁର MKCG ମେଡିକାଲ କଲେଜରେ ଡାକ୍ତରୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ। ପିଜି ପ୍ରଥମ ବର୍ଷ ଛାତ୍ରୀ ଶୁଭାନୀ ପଟ୍ଟନାୟକଙ୍କୁ ହଷ୍ଟେଲରୁ ଗୁରୁତର ଅବସ୍ଥାରେ ଉଦ୍ଧାର ପରେ ମେଡିକାଲରେ ତାଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର। ଝିଅର ମୃତ୍ୟୁ ନେଇ ବାପା ଗଣମାଧ୍ୟମରେ ମୁହଁ ଖୋଲୁନଥିବାରୁ ଶୁଭାନୀଙ୍କ ମୃତ୍ୟୁକୁ ନେଇ ଦେଖାଦେଇଛି ସସପେନ୍ସ।
Published By: Sarbeswar
Last updated: 15 June 2023, 09:28 PM IST
ପୁଣି ଥରେ ଚର୍ଚ୍ଚାରେ ୟୁନିଫର୍ମ ସିଭିଲ କୋଡ୍। ସମାନ ନାଗରିକ ସଂହିତା ନେଇ ଜନସାଧାରଣ ଓ ଧାର୍ମିକ ସଂଗଠନର ମତାମତ ଲୋଡ଼ିଛନ୍ତି ଲ’ କମିଶନ୍। ଏହାପରେ ୟୁନିଫର୍ମ ସିଭିଲ କୋଡକୁ ନେଇ ଆରମ୍ଭ ହୋଇଗଲାଣି ଧର୍ମଗତ ତର୍କ ବିତର୍କ।