Newborn baby boy abandoned by parents in hospital toilet rescued
Advertisment
ନବଜାତ ଶିଶୁଟି ଗୁରୁତର ରୋଗରେ ପୀଡ଼ିତ ବୋଲି ଜାଣିବା ପରେ ହସ୍ପିଟାଲର ପରିତ୍ୟକ୍ତ ଲାଟ୍ରିନ୍ ରୁମରେ ଛାଡ଼ି ପଳାଇଲେ ବାପା ମାଆ। ତେବେ ସୈାଭାଗ୍ୟବତଃ ୪ ଦିନର ଛୁଆଟିକୁ ଜୀବିତ ଅବସ୍ଥାରେ ଉଦ୍ଧାରି କରିଛି ପୋଲିସ ଓ ଚାଇଲଡଲାଇନ୍। ବ୍ରହ୍ମପୁର ସହରର ଏକ ଘରୋଇ ନର୍ସିଂହୋମରୁ ଶିଶୁଟିକୁ ଉଦ୍ଧାର ପରେ ଏ ଘଟଣା ଏବେ ଚର୍ଚ୍ଚାର ବିଷୟ ହୋଇଛି। ସେପଟେ ଏଭଳି ଦାୟିତ୍ୱହୀନତା ଲାଗି ଛୁଆର ବାପା-ମାଆ ଓ ମେଡିକାଲ କର୍ତ୍ତୃପକ୍ଷଙ୍କ ବିରୋଧରେ କେସ୍ ଠୁଙ୍କିଛି ପୋଲିସ୍।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us