Balasore Curfew
ଗୋଷ୍ଠୀ ସଂଘର୍ଷକୁ ପ୍ରତିହତ ପାଇଁ ବାଲେଶ୍ୱର ପ୍ରଶାସନ କଠୋର ଆଭିମୁଖ୍ୟ ଗ୍ରହଣ କରିଛି ସତ, କିନ୍ତୁ ଦୁର୍ବିସହ ହୋଇପଡ଼ିଛି ଜନ ଜୀବନ । ଆଜିକୁ ୩ଦିନ ହୋଇଗଲା, କର୍ଫ୍ୟୁ କବଳରେ ସାରା ସହର। ବିଚ୍ଛିନ୍ନ ହୋଇଯାଇଛି ଇଣ୍ଟରନେଟ୍। ଫଳରେ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ପାଇଁ ଲୋକେ ନାକେଦମ୍ ହେଉଥିବାବେଳେ ଅନଲାଇନ କ୍ଲାସରୁ ବଞ୍ଚିତ ହେଉଛନ୍ତି ଛାତ୍ରଛାତ୍ରୀ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)