""
ଅପରାଧ Videos ଶିଶୁ ଯୌନ ଉତ୍ପୀଡ଼ନରେ ଓଡ଼ିଶା ଦେଶରେ ଚତୁର୍ଥ ଶିଶୁ ଯୌନ ଉତ୍ପୀଡ଼ନରେ ଓଡ଼ିଶା, ଦେଶରେ ଚତୁର୍ଥ ସ୍ଥାନରେ ରହିଛି। ଗତ ୧୦ ବର୍ଷ ଭିତରେ ରାଜ୍ୟରେ ଶିଶୁ ଦୁଷ୍କର୍ମ ଓ ଯୌନ ନିର୍ଯାତନା ଭଳି ମାମଲା ୧୮ ଗୁଣା ବଢ଼ିଯାଇଛି। ଯାହାକି ଜାତୀୟ ହାରଠାରୁ ଢେର୍ ଅଧିକ। ନିକଟରେ ଲୋକସଭାରେ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀଙ୍କ ଲିଖିତ ଉତ୍ତରରେ ସାମ୍ନାକୁ ଆସିଛି ଏଭଳି ଚିନ୍ତାଜନକ ତଥ୍ୟ । 04 Aug 2021 22:05 ISTSarbeswar Follow UsOdisha At 4th Place In Child Abuse - OTV ReportAdvertisment Read More Odisha Crime