Advertisment

ବାବୁଙ୍କ ଘର ଟଙ୍କା ଗୋଦାମ, ନୋଟ୍ ଗଣି ଗଣି ଭିଜିଲାନ୍ସ ହାଲିଆ !

ଭିଜିଲାନ୍ସ ଜାଲରେ ପଡ଼ିଗଲେ କୋଟିପତି RW ଡିଭିଜନ୍ ମୁଖ୍ୟ ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀ । ବାବୁଙ୍କ ଟଙ୍କା ଦେଖି  ଭିଜିଲାନ୍ସ ଅଧିକାରୀଙ୍କର ଉଡ଼ିଗଲା ହୋସ। ଜଳକା ହୋଇ ରହିଗଲେ  ଭିଜିଲାନ୍ସ ଅଧିକାରୀ।  ବାବୁଙ୍କ ଘରେ ଟଙ୍କା ଗଣି ଗଣି ହୋଇଗଲେ ହାଲିଆ।

Advertisment

 ଭିଜିଲାନ୍ସ ଜାଲରେ ପଡ଼ିଗଲେ କୋଟିପତି RW ଡିଭିଜନ୍ ମୁଖ୍ୟ ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀ । ବାବୁଙ୍କ ଟଙ୍କା ଦେଖି  ଭିଜିଲାନ୍ସ ଅଧିକାରୀଙ୍କର ଉଡ଼ିଗଲା ହୋସ। ଜଳକା ହୋଇ ରହିଗଲେ  ଭିଜିଲାନ୍ସ ଅଧିକାରୀ।  ବାବୁଙ୍କ ଘରେ ଟଙ୍କା ଗଣି ଗଣି ହୋଇଗଲେ ହାଲିଆ। ଶେଷରେ ଟଙ୍କା ଗଣିବା ପାଇଁ ଆସିଲା ଟଙ୍କା ଗଣା ମେସିନ। ବାବୁଙ୍କ ଏତେ ଟଙ୍କା ଯେ  ଭିଜିଲାନ୍ସ ଅଧିକାରୀଙ୍କୁ ଦେଖି  ୫ ଶହ ଟଙ୍କିଆ ନୋଟ୍ ବିଡାକୁ ଝରକା ଦେଇ ବାହାରକୁ ଫିଙ୍ଗି ଦେଲେ ବାବୁଙ୍କ ସଂପର୍କୀୟ। ବାବୁଙ୍କ ଘରୁ ୨କୋଟିରୁ ଅଧିକ ଟଙ୍କା ଜବତ ହୋଇଥିବା ଜଣାଯାଇଛି। 

Advertisment
Vigilance Raid Corruption
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ