ନିଜ ଇଚ୍ଛା ବିରୋଧରେ ଜବରଦସ୍ତି ଦାଦନ ଖଟେଇବାକୁ ନେଇଗଲେ । ମୂଲ ମାଗିବାରୁ କାଟିଦେଲେ ହାତ, ଗୋଡ଼। ଗଜପତି ଜିଲ୍ଲା ଅଡ଼ବା ଥାନା ଅନ୍ତର୍ଗତ କଲବା ଗାଁରୁ ଆସିଛି ଦାଦନ ନିର୍ଯାତନାର ଏଭଳି ବର୍ବର କାହାଣୀ ।
Published: Chandan Shishu
Last updated: 04 October 2022, 09:05 AM IST
କୋଭିଡ୍ ପ୍ରୋଟୋକଲ୍ ଆଳରେ ନବଙ୍କ ରକ୍ତ ଭିଜା ସାର୍ଟ ଓ ପ୍ୟାଣ୍ଟ ପୋଡ଼ି ଦିଆଯାଇଛି ବୋଲି ଜଣାପଡ଼ିଛି। ସାର୍ଟ ପୋଡ଼ିଥିବା ନେଇ ହସ୍ପିଟାଲ କର୍ତ୍ତୃପକ୍ଷ କ୍ରାଇମବ୍ରାଞ୍ଚକୁ ଜଣାଇଛନ୍ତି। ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ବୟାନ ରେକର୍ଡ କୋର୍ଟରେ ଦାଖଲ କରାଯାଇଛି।