Naba Das
Advertisment
ନବ ଦାସ ହତ୍ୟା ମାମଲାର ତଦନ୍ତ ନେଇ FBI ସହାୟତା ମାଗି ନାହାନ୍ତି ସରକାର । ଓଡ଼ିଶା ସରକାରଙ୍କ କୌଣସି ପ୍ରସ୍ତାବ ପାଇନଥିବା କହିଲା କେନ୍ଦ୍ର । RTI ଆବେଦନ ଆଧାରରେ କେନ୍ଦ୍ର ଗୃହ ମନ୍ତ୍ରାଳୟର ସ୍ପଷ୍ଟୋକ୍ତି । ଲିଗାଲ୍ ସେଲ୍କୁ କୌଣସି ପ୍ରସ୍ତାବ ଆସିନଥିବା କହିଲା ଗୃହ ମନ୍ତ୍ରାଳୟ । ନବ ଦାସ ହତ୍ୟାର ତଦନ୍ତ ସହାୟତା ନେଇ ଆମେ କିଛି ଚିଠି ପାଇନୁ ବୋଲି କେନ୍ଦ ମନ୍ତ୍ରାଳୟ କହିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us