Advertisment

ବାପା-ମାଆ ଓ ଭଉଣୀକୁ ହେମଦସ୍ତାରେ ଛେଚି ହତ୍ୟା କଲା ପୁଅ

ବାପା-ମାଆ ଓ ଭଉଣୀକୁ ହେମଦସ୍ତାରେ ଛେଚି ହତ୍ୟା କଲା ପୁଅ। ଏଭଳି ଏକ ଲୋମଟାଙ୍କୁରା ତଥା ଚାଞ୍ଚଲ୍ୟକର ଗଣ ହତ୍ୟାକାଣ୍ଡ ଘଟିଯାଇଛି ଜଗତସିଂହପୁର ଜିଲ୍ଲାରେ। ଅଭିଯୁକ୍ତ ପୁଅ କିଛି ଦିନ ହେଲା ଅନଲାଇନ ଗେମ୍ ଖେଳୁଥିବା ବେଳେ ମାନସିକ ଭାରସାମ୍ୟ ହରାଇ ଏହି ହତ୍ୟାକାଣ୍ଡ ଘଟାଇଥିବା କୁହାଯାଉଛି।

Advertisment

ବାପା-ମାଆ ଓ ଭଉଣୀକୁ ହେମଦସ୍ତାରେ ଛେଚି ହତ୍ୟା କଲା ପୁଅ। ଏଭଳି ଏକ ଲୋମଟାଙ୍କୁରା ତଥା ଚାଞ୍ଚଲ୍ୟକର ଗଣ ହତ୍ୟାକାଣ୍ଡ ଘଟିଯାଇଛି ଜଗତସିଂହପୁର ଜିଲ୍ଲାରେ। ଅଭିଯୁକ୍ତ ପୁଅ କିଛି ଦିନ ହେଲା ଅନଲାଇନ ଗେମ୍ ଖେଳୁଥିବା ବେଳେ ମାନସିକ ଭାରସାମ୍ୟ ହରାଇ ଏହି ହତ୍ୟାକାଣ୍ଡ ଘଟାଇଥିବା କୁହାଯାଉଛି। ଏପରିକି ତାର ମାନସିକ ଅବସ୍ଥା ବି ଭଲନଥିବା କହିଛନ୍ତି ପରିବାର। ପୋଲିସ ଅଭିଯୁକ୍ତକୁ ଗିରଫ କରି ଘଟଣାର ଅଧିକ ଖୋଳତାଡ ଚଳାଇଛି।

Advertisment
Murder Jagatsinghpur
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ