ଆମେ ତଦନ୍ତ କରୁଥିବା ଅଧିକାଂଶ ମାମଲାରେ ସଂପୃକ୍ତ ଯୁବପିଢ଼ି। ସେମାନଙ୍କ ଭିତରୁ ଅଧିକାଂଶ ଅନଲାଇନ୍ ଗେମ୍ ଖେଳି ଲକ୍ଷ ଲକ୍ଷ ଟଙ୍କା ହାରି ଯାଉଛନ୍ତି । ତା’ ପରେ ପାଳଟିଯାଉଛନ୍ତି ଅପରାଧୀ । ଏମିତି କହିଛନ୍ତି ଉତ୍ତରାଂଚଳ ଆଇ.ଜି ହିମାଂଶୁ ଲାଲ।
Published By: Sujit kumar Swain
Last updated: 11 December 2024, 10:02 AM IST
ତନ୍ତ ସରଞ୍ଜାମ ଅନୁଦାନ ଟଙ୍କା ପ୍ରଦାନ ପାଇଁ ଭେରିଫିକେସନ ରିପୋର୍ଟରେ ଦସ୍ତଖତ କରିବାକୁ ବୁଣାକାର ସମିତି ସମ୍ପାଦକଙ୍କଠାରୁ ଏମାନେ ଲାଞ୍ଚ ନେଉଥିଲେ। ଦସ୍ତଖତ କରିବା ପାଇଁ ସେମାନେ ୧୦ହଜାର ଟଙ୍କା ଲାଞ୍ଚ ମାଗିଥିଲେ।