Advertisment

ଅନଲାଇନ ଗେମ୍‌ରୁ ଅପରାଧୀ ପାଳଟିଯାଉଛନ୍ତି ଯୁବପିଢ଼ି

ଆମେ ତଦନ୍ତ କରୁଥିବା ଅଧିକାଂଶ ମାମଲାରେ ସଂପୃକ୍ତ ଯୁବପିଢ଼ି। ସେମାନଙ୍କ ଭିତରୁ ଅଧିକାଂଶ ଅନଲାଇନ୍‌ ଗେମ୍‌ ଖେଳି ଲକ୍ଷ ଲକ୍ଷ ଟଙ୍କା ହାରି ଯାଉଛନ୍ତି । ତା’ ପରେ ପାଳଟିଯାଉଛନ୍ତି ଅପରାଧୀ । ଏମିତି କହିଛନ୍ତି ଉତ୍ତରାଂଚଳ ଆଇ.ଜି ହିମାଂଶୁ ଲାଲ।

Online Gaming Criminals Special Story
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ