Advertisment

ନୂଆ ମୋଡ ନେଲା ACFଙ୍କ ମୃତ୍ୟୁ ଘଟଣା,ସନ୍ଦେହଘେରରେ ପତ୍ନୀ

ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ACFO) ଙ୍କ ମୃତ୍ୟୁ ଘଟଣା ଏବେ ଭିନ୍ନ ମୋଡ଼ ନେଇଛି। ACFOଙ୍କ ମୃତ୍ୟୁ ଘଟଣାରେ ସନ୍ଦେହ ଘେରକୁ ଆସିଛନ୍ତି ମୃତ ସୌମ୍ୟରଞ୍ଜନ ମହାପାତ୍ରଙ୍କ ପତ୍ନୀ।

author-image
Prangyan Parimita

ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ACFO) ଙ୍କ ମୃତ୍ୟୁ ଘଟଣା ଏବେ ଭିନ୍ନ ମୋଡ଼ ନେଇଛି। ACFOଙ୍କ ମୃତ୍ୟୁ ଘଟଣାରେ ସନ୍ଦେହ ଘେରକୁ ଆସିଛନ୍ତି ମୃତ ସୌମ୍ୟରଞ୍ଜନ ମହାପାତ୍ରଙ୍କ ପତ୍ନୀ।  ସୌମ୍ୟଙ୍କ ବାପା ଓ ମାମୁ ଆଜି ଗଣମାଧ୍ୟମ ଆଗରେ ପତ୍ନୀଙ୍କ ଆଡକୁ ଅଙ୍ଗୁଳି ଉଠାଇଛନ୍ତି।

Advertisment
Odisha Paralakhemundi Sucide Or Murder
Advertisment
Advertisment