5T
ଭାଇରଲ ଭିଡିଓରେ ପିସି ଭାଗବଣ୍ଟା ! କାହାର କେତେ ରେଟ୍, ସବୁ ଫିକ୍ସଡ୍..
ପାଞ୍ଚଟି T ବେଶି ଗୁରୁତ୍ୱପୂର୍ଣ୍ଣ, ନା ଗୋଟିଏ P ଓ ଗୋଟିଏ C । ଆମେ ଆପଣଙ୍କୁ ଇଂରାଜୀ ବର୍ଣ୍ଣ ପରିଚୟ କରାଉନୁ । ଆପଣଙ୍କୁ ପରିଚିତ କରାଉଛୁ ସରକାରୀ ବାବୁଙ୍କ ଉପୁରି ମୋହ ସହ । ସିଧାସିଧା କହିଲେ, ପିସିର ମୋହ ଆଗରେ ବାବୁମାନଙ୍କ ପାଇଁ ସତେକି ତୁଚ୍ଛ ହୋଇଯାଇଛି କି ସରକାରଙ୍କ ଫାଇଭ୍-ଟି ମନ୍ତ୍ର ।
5T
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)