Advertisment

ଷ୍ଟାର କଳିରେ ଟ୍ୱିଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପ୍ରକୃତି

ହାଇକୋର୍ଟରେ ତୃପ୍ତି-ପ୍ରକୃତି ଓ ବାବୁସାନ ମାମଲା। ନିଜ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ନ୍ୟାୟ ପାଇଁ ଉଚ୍ଚ ନ୍ୟାୟଳୟକୁ ଗଲେ ଅଭିନେତ୍ରୀ ପ୍ରକୃତି ମିଶ୍ର।

author-image
Chandan Shishu

ହାଇକୋର୍ଟରେ ତୃପ୍ତି-ପ୍ରକୃତି ଓ ବାବୁସାନ ମାମଲା। ନିଜ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ନ୍ୟାୟ ପାଇଁ ଉଚ୍ଚ ନ୍ୟାୟଳୟକୁ ଗଲେ ଅଭିନେତ୍ରୀ ପ୍ରକୃତି ମିଶ୍ର। ଗତ ଜୁଲାଇ ୨୩ ତାରିଖରେ ଭୁବନେଶ୍ୱର ସତ୍ୟନଗର ଅଞ୍ଚଳରେ ପ୍ରକୃତିଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ଅଭିଯୁକ୍ତଙ୍କ ଉପରେ ଏଯାଏଁ କାର୍ଯ୍ୟାନୁଷ୍ଠାନ ହୋଇନଥିବା ପ୍ରତିବାଦରେ ଆଜି ହାଇକୋର୍ଟରେ ମାମଲା ଦାଏର କରିଛନ୍ତି ପ୍ରକୃତି। ପ୍ରକୃତିଙ୍କ ଅଭିଯୋଗ, ତାଙ୍କ ଏତଲା ଉପରେ ଏଯାଏଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନି ପୋଲିସ।

Advertisment
Prakruti Mishra High Court
Advertisment
Advertisment