Advertisment

୫୫ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ

ରାଜଧାନୀ ଭୁବନେଶ୍ୱରରେ ଜଣେ ମହିଳାଙ୍କ ଘରୁ ୫୫୦ ଗ୍ରାମ ବ୍ରାଉନସୁଗର ଜତବ ହୋଇଛି। ଏହାସହ ୩୪ ଲକ୍ଷରୁ ଅଧିକ ଟଙ୍କା ଜବତ ହୋଇଛି। ଜବତ ବ୍ରାଉନସୁଗରର ଆନୁମାନିକ ମୂଲ୍ୟ ପ୍ରାୟ ୫୫ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି।

Advertisment

ରାଜଧାନୀ ଭୁବନେଶ୍ୱରରେ ଜଣେ ମହିଳାଙ୍କ ଘରୁ ୫୫୦ ଗ୍ରାମ ବ୍ରାଉନସୁଗର ଜତବ ହୋଇଛି। ଏହାସହ ୩୪ ଲକ୍ଷରୁ ଅଧିକ ଟଙ୍କା ଜବତ ହୋଇଛି। ଜବତ ବ୍ରାଉନସୁଗରର ଆନୁମାନିକ ମୂଲ୍ୟ ପ୍ରାୟ ୫୫ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି। ସହିଦନଗର ଥାନା ଅନ୍ତର୍ଗତ କେଶୁରା ଅଞ୍ଚଳରେ କ୍ୱିକ୍‌ ଆକ୍ସନ ଟିମ୍‌ ଓ ସହିଦ ନଗର ପୋଲିସ୍‌ ଚଢ଼ଉ କରି ସମ୍ପୃକ୍ତ ମହିଳା ରହୁବା ଘର ଭିତରୁ ଏତେ ପରିମାଣର ବ୍ରାଉନସୁଗର ଜବତ କରିଛନ୍ତି। ଏହି ଘଟଣାରେ ଉକ୍ତ ମହିଳା ଓ ଜଣେ ଯୁବକଙ୍କୁ ପୋଲିସ୍ ଗିରଫ କରିଛି। ଏହାସହ ବ୍ରାଉନସୁଗର, ଟଙ୍କା ଗୋଟିଏ କାର୍‌ ଓ ୨ଟି ବାଇକ୍‌ ମଧ୍ୟ ଜବତ ହୋଇଛି। 

Advertisment
Bhubaneswar Odisha Police Brown Sugar Seized
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ