Puri-Konark Marine Drive
ସମୁଦ୍ର ଆଁକୁ ଚାଲିଯିବନି ତ ପୁରୀ-ଚନ୍ଦ୍ରଭାଗା ମନୋରମ ବେଳାମାର୍ଗ ? ପର୍ଯ୍ୟଟନ ମ୍ୟାପ୍ରୁ ହଜିଯିବନି ତ କୋଣାର୍କ-ପୁରୀ-ଭୁବନେଶ୍ୱର ସ୍ୱର୍ଣ୍ଣ ତ୍ରିଭୂଜର ଏକ ପ୍ରମୁଖ ଅଂଶ ? କାରଣ ସମୁଦ୍ରର ଭୀମକାୟ ଢେଉ ମା଼ଡରେ ମେରାଇନ୍ ଡ୍ରାଇଭ୍ର ଇକୋ-ରିଟ୍ରିଟ୍ ସ୍ଥଳ ପାଖରେ ପ୍ରାୟ ୨୫୦ ମିଟର ପ୍ରାଚୀର ଧୋଇ ଯିବା ପରେ ଏବେ ସୃଷ୍ଟି ହୋଇଛି ଏଭଳି ଆଶଙ୍କା ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)