Advertisment

ମାଆ ଓ ନାବାଳିକା ଝିଅକୁ ଦୁଷ୍କର୍ମ

#ଫଟୋ_ଦେଖାଇ_ବ୍ଲାକମେଲ୍ ରାଜଧାନୀରେ ଲଜ୍ଜା। ମାଆ ଓ ନାବାଳିକା ଝିଅକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ବଡ଼ଗଡ଼ ଥାନାରେ ମାମଲା ରୁଜୁ ହୋଇଛି। ଅଭିଯୁକ୍ତ ଜଣକ ଅଶ୍ଲୀଳ ଫଟୋ ଉଠାଇ ବ୍ଲାକମେଲ୍ କରି ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।

author-image
Saroj Kumar Jena

#ଫଟୋ_ଦେଖାଇ_ବ୍ଲାକମେଲ୍
 ରାଜଧାନୀରେ ଲଜ୍ଜା। ମାଆ ଓ ନାବାଳିକା ଝିଅକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ବଡ଼ଗଡ଼ ଥାନାରେ ମାମଲା ରୁଜୁ ହୋଇଛି। ଅଭିଯୁକ୍ତ ଜଣକ ଅଶ୍ଲୀଳ ଫଟୋ ଉଠାଇ ବ୍ଲାକମେଲ୍ କରି ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। 

Advertisment
Advertisment
Advertisment