Shocking Rape and Blackmail Allegations in Bhubaneswar
Advertisment
#ଫଟୋ_ଦେଖାଇ_ବ୍ଲାକମେଲ୍
ରାଜଧାନୀରେ ଲଜ୍ଜା। ମାଆ ଓ ନାବାଳିକା ଝିଅକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ବଡ଼ଗଡ଼ ଥାନାରେ ମାମଲା ରୁଜୁ ହୋଇଛି। ଅଭିଯୁକ୍ତ ଜଣକ ଅଶ୍ଲୀଳ ଫଟୋ ଉଠାଇ ବ୍ଲାକମେଲ୍ କରି ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us