Shri Jagannath\'s Land Encroachment Exposed
ଶ୍ରୀଜଗନ୍ନାଥଙ୍କ ଜମିକୁ ଚଞ୍ଚକତା କରି ହାତେଇବା ଉଦ୍ୟମର ପର୍ଦ୍ଦାଫାସ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୋର ତହସିଲକୁ ଆସିଥିବା ଚିଠିର ଦସ୍ତଖତ ଓ ସଠିକତାକୁ ନେଇ ସନ୍ଦେହ କରିବା ସହ ସୋର ତହସିଲଦାର ଶ୍ରୀମନ୍ଦିର ପ୍ରଶାସନକୁ ଅବଗତ କରିବାପରେ ଚଞ୍ଚକତା ସ୍ପଷ୍ଟ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ଘଟଣାର ତଦନ୍ତ କରାଯାଉଛି ବୋଲି ଉନ୍ନୟନ ପ୍ରଶାସକ କହିଛନ୍ତି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)