Advertisment

ଜଗନ୍ନାଥଙ୍କ ଜମିକୁ ନେଇ ମହା କେଳେଙ୍କାରୀ

ଏବେ ଜଗନ୍ନାଥଙ୍କ ଜମି ଉପରେ ମାଫିଆଙ୍କ ଆଖି । ମିଛ ଚିଠିରେ କିସମ ପରିବର୍ତ୍ତନ କରିବାକୁ ଯାଉଥିଲେ ।

ଅଦ୍ୟତନ ହୋଇଛି
Advertisment

ଶ୍ରୀଜଗନ୍ନାଥଙ୍କ ଜମିକୁ ଚଞ୍ଚକତା କରି ହାତେଇବା ଉଦ୍ୟମର ପର୍ଦ୍ଦାଫାସ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୋର ତହସିଲକୁ ଆସିଥିବା ଚିଠିର ଦସ୍ତଖତ ଓ ସଠିକତାକୁ ନେଇ ସନ୍ଦେହ କରିବା ସହ ସୋର ତହସିଲଦାର ଶ୍ରୀମନ୍ଦିର ପ୍ରଶାସନକୁ ଅବଗତ କରିବାପରେ ଚଞ୍ଚକତା ସ୍ପଷ୍ଟ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ଘଟଣାର ତଦନ୍ତ କରାଯାଉଛି ବୋଲି ଉନ୍ନୟନ ପ୍ରଶାସକ କହିଛନ୍ତି। 

Advertisment
Puri
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ