BBSR Fraud
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ ହେଲା ୧୪ ସାଇବର କ୍ରାଇମ ଏବଂ ଇକୋନୋମିକ ଅଫେନସ୍ ଥାନା । ଏହି ସବୁ ଥାନାରେ ଅତ୍ୟାଧୁନିକ ଜ୍ଞାନ କୌଶଳ ବ୍ୟବହାର ସହ ଦକ୍ଷ ଏବଂ ବିଶେଷଜ୍ଞ ଥିବାରୁ ତଦନ୍ତ ଭଲ ଭାବେ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ରଖିଛନ୍ତି । ଏହାରି ମଧ୍ୟରେ ବାଲେଶ୍ୱର ଜିଲ୍ଲା ନୀଳଗିରିରୁ ଜଣେ ମହିଳାଙ୍କ ଆକାଉଣ୍ଟରୁ ବଡ଼ ଧରଣର ସାଇବର ଠକେଇ ନେଇ ଅଭିଯୋଗ ହୋଇଛି । ପ୍ରାୟ ୧୨ ଲକ୍ଷରୁ ଅଧିକ ଟଙ୍କା ଫ୍ରଡ୍ ହୋଇଥିବା ଅଭିଯୋଗ ହୋଇଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)