ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ ହେଲା ୧୪ ସାଇବର କ୍ରାଇମ ଏବଂ ଇକୋନୋମିକ ଅଫେନସ୍ ଥାନା । ଏହି ସବୁ ଥାନାରେ ଅତ୍ୟାଧୁନିକ ଜ୍ଞାନ କୌଶଳ ବ୍ୟବହାର ସହ ଦକ୍ଷ ଏବଂ ବିଶେଷଜ୍ଞ ଥିବାରୁ ତଦନ୍ତ ଭଲ ଭାବେ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ରଖିଛନ୍ତି । ଏହାରି ମଧ୍ୟରେ ବାଲେଶ୍ୱର ଜିଲ୍ଲା ନୀଳଗିରିରୁ ଜଣେ ମହିଳାଙ୍କ ଆକାଉଣ୍ଟରୁ ବଡ଼ ଧରଣର ସାଇବର ଠକେଇ ନେଇ ଅଭିଯୋଗ ହୋଇଛି । ପ୍ରାୟ ୧୨ ଲକ୍ଷରୁ ଅଧିକ ଟଙ୍କା ଫ୍ରଡ୍ ହୋଇଥିବା ଅଭିଯୋଗ ହୋଇଛି ।
Published: Satyendu Shekher Mishra
Last updated: 30 December 2021, 10:05 PM IST
କୋଭିଡ୍ ପ୍ରୋଟୋକଲ୍ ଆଳରେ ନବଙ୍କ ରକ୍ତ ଭିଜା ସାର୍ଟ ଓ ପ୍ୟାଣ୍ଟ ପୋଡ଼ି ଦିଆଯାଇଛି ବୋଲି ଜଣାପଡ଼ିଛି। ସାର୍ଟ ପୋଡ଼ିଥିବା ନେଇ ହସ୍ପିଟାଲ କର୍ତ୍ତୃପକ୍ଷ କ୍ରାଇମବ୍ରାଞ୍ଚକୁ ଜଣାଇଛନ୍ତି। ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ବୟାନ ରେକର୍ଡ କୋର୍ଟରେ ଦାଖଲ କରାଯାଇଛି।