Students caught driving without license
ବିନା ଲାଇସେନ୍ସରେ ଗାଡ଼ି ଚଲାଇ ଫସିଲେ ସ୍କୁଲ୍ ଓ କଲେଜ ଛାତ୍ରଛାତ୍ରୀ। ୧୮ ବର୍ଷରୁ କମ୍ ପୁଅଝିଅମାନେ ବିନା ହେଲ୍ମେଟ୍ ଓ ଡିଏଲ୍ରେ ଗାଡ଼ି ଚଲାଇବାରୁ ଆଜି ସାରା ରାଜ୍ୟରେ ହଜାର ହଜାର ଟଙ୍କା ତଣ୍ଡ ଗଣିଛନ୍ତି ଅଭିଭାବକ। ଆଗକୁ ଜିରୋ ଫାଟାଲିଟି ଉଇକ୍ ପାଳନ ହେଉଥିଲା ବେଳେ କଡ଼ାକଡ଼ି ଚେକିଂ ଜାରି ରହିବ ବୋଲି ପରିବହନ ବିଭାଗ କହିଛି
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)